ବଜ୍ରପାତରେ ଜଣେ ମୃତ

ଦାରିଙ୍ଗବାଡ଼ି,ଏନ୍ଏନ୍ଏସ୍: ଦାରିଙ୍ଗବାଡ଼ି ଥାନା ସିର୍କାବର୍ଗ ଗ୍ରାମରେ ଆଜି ଅପରାହ୍ନରେ ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ହୋଇଛି। ମୃତ ବ୍ୟକ୍ତି ଜଣକ ହେଲେ ଗ୍ରାମର ସାମସନ ପ୍ରଧାନ(୫୮) । ସେ ଆଜି ବିଲରେ କାମ କରୁଥିବାବେଳେ ବଜ୍ରାଘାତ ହେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା।