ସଇଁନ୍ତଲା,ଏନ୍ଏନ୍ଏସ୍: ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ କଲୋନୀପଡ଼ା ପ୍ରାଥମିକ ବିଦ୍ୟାଳୟର ପରିସରରେ ସ୍କୁଲ କମିଟିର ସଭାପତି ଦିନବନ୍ଧୁ ପସାୟତ, ଅତିରିକ୍ତ ପ୍ରଧାନ ଶିକ୍ଷୟିତ୍ରୀ ଡ଼ାବାରାଦିନି ନନ୍ଦ, ଶିକ୍ଷକ ରୋହିତ ଭୋଇଙ୍କ ଉପସ୍ଥିତରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ ଉତ୍ସବ ଅନୁଷ୍ଠିତ ହୋଇଥିବା ବେଳେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଅନେକ ଉତ୍ସାହ ଦେଖିବାକୁ ମିଳିଛି।