ହାରିଲେ ପୂର୍ବତନ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଦେଶ- ବିଦେଶ By Nitidin On Mar 10, 2022 Share ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତଙ୍କୁ ପରାଜୟର ସାମ୍ନା କରିବାକୁ ପଡ଼ିଛି । ଲାଲକୁଆଁ ସିଟରେ ୧୪ ହଜାର ଭୋଟ ବ୍ୟବଧାନରେ ହରିଶ ହାରିଥିବା ସୂଚନା ମିଳିଛି । Share