ପରଲୋକରେ ପୂର୍ବ ବାଚସ୍ପତି ସୂର୍ଯ୍ୟ ପାତ୍ର

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ ଘଟିଛି । ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିିଥିବା ଜଣାପଡ଼ିଛି ।