ପୌରାଧ୍ୟକ୍ଷ ଚୂଡ଼ାନ୍ତ ତାଲିକା ଘୋଷିତ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ୧୦୭ ପୌରସଂସ୍ଥାର ଅଧ୍ୟକ୍ଷ ପଦ ପାଇଁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ଘୋଷଣା କରାଯାଇଛି । ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୬୫ଟି ପୌରସଂସ୍ଥାର ଅଧ୍ୟକ୍ଷ ପଦ ସଂରକ୍ଷିତ ଥିବାବେଳେ ୪୨ଟି ଅଣସଂରକ୍ଷିତ ରହିଥିବା ଜଣାପଡ଼ିଛି ।