ତାରାତାରିଣୀ ପୀଠରେ ଅଗ୍ନିକାଣ୍ଡ

ବ୍ରହ୍ମପୁର,ଏନ୍ଏନ୍ଏସ୍: ମା’ ତାରାତାରିଣୀ ପୀଠରେ ଥିବା ଦୀପ ଗୃହରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲିଭାଇବାକୁ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ୟମ ଜାରି ରହିଥିବା ଜଣାପଡ଼ିଛି।