ପୂର୍ବତନ ସାଂସଦ ମୋହନ ଜେନାଙ୍କ ପରଲୋକ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ପୂର୍ବତନ ସାଂସଦ ମୋହନ ଜେନାଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଥିବା ନେଇ ସୂଚନା ମିଳିଛି । ମୋହନ ଜେନା ଯାଜପୁରରୁ ୨ଥର ସାଂସଦ ନିର୍ବାଚିତ ହୋଇଥିଲେ ।