ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ

ଭୁବନେଶ୍ୱର,ଏନ୍ଏନ୍ଏସ୍: ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ୮୧ ବର୍ଷ ବୟସରେ ନରେନ୍ଦ୍ର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକବ୍ୟକ୍ତ କରିଛନ୍ତି।