କାଲିଠୁ ଏପ୍ରିଲ ୧୬ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ ଜିଲ୍ଲା By nitidin1 On Apr 11, 2023 Share ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି କାଲିଠୁ ଏପ୍ରିଲ ୧୬ ପର୍ଯ୍ୟନ୍ତ ସବୁ ସ୍କୁଲ ଛୁଟି ରହିବ । ସ୍କୁଲ ସହ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଏହି ନିଷ୍ପତ୍ତି ନିଆଯାଇଛି । Share