ଟିକା ନେଲେ ରାଜ୍ୟପାଳ ଗଣେଶୀ ଲାଲ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟପାଳ ଗଣେଶୀ ଲାଲ ଆଜି କରୋନା ଟିକାର ପ୍ରଥମ ଡୋଜ୍ ନେଇଛନ୍ତି। ସେ ରାଜଭବନ ହସ୍ପିଟାଲରେ ଟିକା ନେଇଥିବା ଜଣାପଡ଼ିଛି। ଏଥିସହିତ ରାଜ୍ୟପାଳ ସମସ୍ତ ଯୋଗ୍ୟ ବ୍ୟକ୍ତିଙ୍କୁ ଟିକା ନେବାକୁ ଅନୁରୋଧ କରିଛନ୍ତି।