ହରେକୃଷ୍ଣ ସେଠୀ ହେଲେ କଂଗ୍ରେସ ପ୍ରାର୍ଥୀ ରାଜ୍ୟ By Nitidin On Oct 12, 2022 Share ଭଦ୍ରକ,ଏନ୍ଏନ୍ଏସ୍: ଧାମନଗର ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି । ବାବା ହରେକୃଷ୍ଣ ସେଠୀଙ୍କୁ କଂଗ୍ରସ ଏହି ଦାୟିତ୍ୱ ହସ୍ତାନ୍ତର କରିଛି । ଏନେଇ ଏଆଇସିସି ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । Share