ଇସ୍ତଫା ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ

ନୂଆଦିଲ୍ଲୀ: ମୋଦୀ କ୍ୟାବିନେଟର ସମ୍ପ୍ରସାରଣ ପୂର୍ବରୁ ଅନେକ ବଡ଼ ନେତା ଇସ୍ତଫା ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଏବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ମଧ୍ୟ ଇସ୍ତଫା ଦେଇଥିବା ନେଇ ସୂଚନା ମିଳିଛି। କରୋନା ଦ୍ୱିତୀୟ ଲହରରେ ହୋଇଥିବା ଅବ୍ୟବସ୍ଥା ଯୋଗୁ ହର୍ଷବର୍ଦ୍ଧନଙ୍କୁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟରୁ ହଟାଇ ଦିଆଯାଇଛି।

ବିଶେଷ ସୂତ୍ରରୁ ଜଣାପଡ଼ିଛି କି, ହର୍ଷବଦ୍ଧନ ବିଜ୍ଞାନ ମନ୍ତ୍ରଣାଳୟର ଦାୟିତ୍ୱଭାର ସମ୍ଭାଳିବେ।