ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ଘରଡିହ ଜମି ରାଜ୍ୟ By Nitidin Last updated Nov 15, 2021 Share ଝାରସୁଗୁଡ଼ା: ହୀରାକୁଦ ବିସ୍ଥାପିତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ ଘୋଷଣା କରିଛନ୍ତି। ଏହି କ୍ରମରେ ୨ ହଜାର ବିସ୍ଥାପିତ ପରିବାରକୁ ଘରଡିହ ଜମି ଯୋଗାଇ ଦିଆଯିବ। ଝାରସୁଗୁଡ଼ାରେ କାର୍ଡ ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। Share