ରାଜ୍ୟପାଳଙ୍କୁ କରୋନା, ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଓଡିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କରୋନାରେ ଆକ୍ରାନ୍ତ ହୋଇଛନ୍ତି।  ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ଟେଷ୍ଟ କରାଇନେବାକୁ ସେ ପରାମର୍ଶ ଦେଇଛନ୍ତି।

ତାଙ୍କ ପତ୍ନୀମଧ୍ୟ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିଛି। ଅନ୍ୟପକ୍ଷରେ ରାଜଭବନର ୬ ଜଣ କର୍ମଚାରୀ କରୋନା ସଂକ୍ରମିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟପାଳଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି।