ଆସନ୍ତାକାଲି ପ୍ରକାଶ ପାଇବ ଆଇସିଏସଇ ଦଶମ ଓ ଆଇଏସସି ଦ୍ୱାଦଶ ଫଳାଫଳ

ନୂଆଦିଲ୍ଲୀ: ଆଇସିଏସଇ ଦଶମ ଓ ଆଇଏସସି ଦ୍ୱାଦଶ ଫଳାଫଳ ଆସନ୍ତାକାଲି ପ୍ରକାଶ ପାଇବ। ଅପରାହ୍ନ ୩ଟାରେ ରେଜଲ୍ଟ ପ୍ରକାଶ ପାଇବା ନେଇ ସୂଚନା ମିଳିଛି।