ଆସନ୍ତା୧୯ରେ ସୁପ୍ରିମକୋର୍ଟରେ ହେବ ‘ପରୀ’ ମାମଲାର ଶୁଣାଣି ରାଜ୍ୟ By Nitidin On Apr 5, 2021 Share ଭୁବନେଶ୍ୱର,ଏନ୍ଏନ୍ଏସ୍: ଏପ୍ରିଲ ୧୯ ତାରିଖରେ ସୁପ୍ରିମକୋର୍ଟରେ ପରୀ ମାମଲାର ଶୁଣାଣି ହେବ। ରାଜ୍ୟ ସରକାରଙ୍କ ଜବାବ ଦାଖଲ ପରେ ସୁପ୍ରିମକୋର୍ଟ ଏହି ନିଷ୍ପତ୍ତି ନେଇଛନ୍ତି। ଉକ୍ତ ମାମଲାର ସିବିଆଇ ତଦନ୍ତ ଦାବି କରି ପରୀ ମା’ ସୁପ୍ରିମକୋର୍ଟ ଯାଇଥିଲେ। Share