ଇନ୍ସପେକ୍ଟର ସ୍ନିଗ୍ଧାରାଣୀ ସୁନା ନିଲମ୍ବିତ

ସୁବର୍ଣ୍ଣପୁର,ଏନ୍‌ଏନ୍‌ଏସ୍‌: ଇନ୍ସପେକ୍ଟର ସ୍ନିଗ୍ଧାରାଣୀ ସୁନା ନିଲମ୍ବିତ ହୋଇଛନ୍ତି । ଏନେଇ ପୁଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ, ଇନ୍ସପେକ୍ଟର ସ୍ପିଗ୍ଧାରାଣୀ ପୁରୀରୁ ଡ୍ୟୁଟି ସାରି ଫେରୁଥିବା ସମୟରେ ତାଙ୍କ ଗାଡ଼ି ଧକ୍କାରେ ୩ଜଣଙ୍କ ମୃତ୍ୟୁ ହୋଇଥିଲା । ଅନ୍ୟପଟେ ତରଭା ପୁଲିସ ଆଜି ତାଙ୍କ ନାମରେ ମାମଲା ଦାୟର କରିଛି ।