ସୁପ୍ରିମକୋର୍ଟ ଗଲା ମହାପ୍ରଭୁଙ୍କ ଜମି ମାମଲା

ଭୁବନେଶ୍ୱର, ଏନ୍ଏନ୍ଏସ୍: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମି ବିକ୍ରି ଯୋଜନା ମାମଲା ଏବେ ସୁପ୍ରିମକୋର୍ଟରେ ପହଞ୍ଚିଛି। ଜନ ସ୍ୱାଭିମାନ ୱେଲଫେୟାର ସୋସାଇଟି ମହାପ୍ରଭୁଙ୍କ ଜମି ବିକ୍ରିକୁ ବିରୋଧ କରିବା ସହ ସୁପ୍ରିମକୋର୍ଟରେ ମାମଲା ଦାୟର କରିଛି। ମାମଲାରେ କେନ୍ଦ୍ର, ରାଜ୍ୟ ସରକାର ଓ ଶ୍ରୀମନ୍ଦିର ପ୍ରଶାସନକୁ ପକ୍ଷଭୁକ୍ତ କରାଯାଇଛି।