ଅକ୍ଟୋବର ୩ରେ ଜେଇଇ ଆଡଭାନ୍ସଡ

  • ନୂଆଦିଲ୍ଲୀ: ଅକ୍ଟୋବର ୩ ତାରିଖରେ ଜେଇଇ ଆଡଭାନ୍ସଡ ପରୀକ୍ଷା ହେବ। ଆଇଆଇଟିରେ ନାମ ଲେଖାଇବା ପାଇଁ ଜେଇଇ ଆଡଭାନ୍ସଡ ପରୀକ୍ଷା ହେବ। କୋଭିଡ୍ ଗାଭିଡଲାଇନ୍ ଅନୁଯାୟୀ ପରୀକ୍ଷା କରାଯିବ ବୋଲି ଜଣାପଡ଼ିଛି। ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି ସୂଚନା ଦେଇଛନ୍ତି।