କାଲି ହୋଇଥିବା ନଗର ଉନ୍ନୟନ ବିଭାଗର ଜୁନିୟର ଆକାଉଣ୍ଟାଣ୍ଟ ପରୀକ୍ଷା ଆଜି ବାତିଲ ରାଜ୍ୟ By nitidin1 On Apr 24, 2023 Share ଭୁବନେଶ୍ୱର,ଏନ୍ଏନ୍ଏସ୍: ନଗର ଉନ୍ନୟନ ବିଭାଗର ଜୁନିୟର ଆକାଉଣ୍ଟାଣ୍ଟ ପରୀକ୍ଷା ବାତିଲ ହୋଇଛି । ଗତକାଲି ହୋଇଥିବା ପ୍ରିଲିମନାରୀ ପରୀକ୍ଷା ଆଜି ବାତିଲ କରାଯାଇଛି । ଓଡ଼ିଆ ପ୍ରଶ୍ନପତ୍ରରେ ମୁଦ୍ରଣ ତ୍ରୁଟି ଥିବାରୁ ଷ୍ଟାଫ ସିଲେକ୍ସନ କମିଶନ ପରୀକ୍ଷା ବାତିଲ କରିଛି । Share