Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ରକ୍ତପରୀକ୍ଷା କରିବା ଆଳରେ ଛାତ୍ରୀଙ୍କୁ ଅସଦାଚରଣ, ପାର୍ମାସିଷ୍ଟଙ୍କୁ ମାଡମାରି ଆଣ୍ଠେଇଦେଲେ ଉତ୍ତ୍ୟକ୍ତ ଲୋକେ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ରକ୍ତପରୀକ୍ଷା କରିବା ଆଳରେ ଛାତ୍ରୀଙ୍କୁ ଅସଦାଚରଣ, ପାର୍ମାସିଷ୍ଟଙ୍କୁ ମାଡମାରି ଆଣ୍ଠେଇଦେଲେ ଉତ୍ତ୍ୟକ୍ତ ଲୋକେ

ମୟୂରଭଂଜ,ଏନ୍ଏନ୍ଏସ୍: ମାଣତ୍ରୀ ଛକରେ ଥିବା ପ୍ରଧାନ ହେଲଥ୍‍ କେୟାର ପାଥୋଲ୍ୟାବର ଫାର୍ମାସିଷ୍ଟଙ୍କୁ ଜଣେ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ଜଣାପଡିଛି। ଅଭିଯୁକ୍ତ ଜଣଙ୍କ ହେଲେ ମାନଗୋବିନ୍ଦପୁର ପଞ୍ଚାୟତ ଆଡ଼ିଆସାହିର ମାଧ ଓରଫ ବିଦ୍ୟାଧର ପ୍ରଧାନ(୩୮)।

ପୂର୍ବାହ୍ଣରେ ବଡ଼ସାହି ଥାନା ଅଞ୍ଚଳର ଜନୈକା ଯୁକ୍ତ ତିନି ଛାତ୍ରୀ ତାଙ୍କ ଭାଇ ସହିତ ଉକ୍ତ ପାଥୋଲ୍ୟାବକୁ ରକ୍ତ ପରୀକ୍ଷା ପାଇଁ ଆସିଥିଲେ। ବିଳମ୍ବ ହେବାକୁ ଭାଇ ଜଣଙ୍କ ବାଇକରେ ତେଲ ପକାଇବା ପାଇଁ ପେଟ୍ରୋଲ ପମ୍ପକୁ ଯାଇଥିବା ସମୟରେ ଏକୁଟିଆ ସୁଯୋଗରେ ଫାର୍ମାସିଷ୍ଟ ରକ୍ତ ପରୀକ୍ଷା ବେଳେ କୁଆଡ଼େ ଛାତ୍ରୀଙ୍କୁ ଅସଦାଚରଣ କରିଥିଲେ। ତାଙ୍କ ଭାଇ ପହଞ୍ଚିବା ପରେ କାନ୍ଦିକାନ୍ଦି ଭଉଣୀ ସମସ୍ତ କଥା କହିବା ପରେ ଖବର ପ୍ରଚାରିତ ହୋଇଥିଲା।

ଅଭିଯୁକ୍ତ ଫାର୍ମାସିଷ୍ଟଙ୍କୁ ଛାତ୍ରୀଙ୍କ ଆତ୍ମୀୟ, ଗ୍ରାମବାସୀ ଓ ମାଣତ୍ରୀ ବଜାରରେ ଥିବା ଲୋକମାନେ ନିର୍ଧୁମ ମାଡ଼ମାରି ଇନ୍ଦିରାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ତଳେ ଆଣ୍ଠେଇ ଦେଇଥିଲେ। ଅଭିଯୁକ୍ତ ଜଣଙ୍କ ହାତ ଯୋଡ଼ି ନିଜର ଦୋଷ ସ୍ବିକାର କରିବା ପରେ ପୁଲିସକୁ ହସ୍ତାନ୍ତର କରିଥିଲେ। ପୁଲିସ୍‍ ଏନେଇ ଏକ ଅସଦାଚରଣ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି।