ସେପ୍ଟେମ୍ବର ୧ରୁ ଖୋଲିବ ଲିଙ୍ଗରାଜ ମନ୍ଦିର

  • ଭୁବନେଶ୍ୱର: ସେପ୍ଟେମ୍ବର ୧ରୁ ଶ୍ରୀଲିଙ୍ଗରାଜ ମନ୍ଦିର ଖୋଲିବ। ମନ୍ଦିର ଖୋଲିବା ନେଇ ଟ୍ରଷ୍ଟ ବୋର୍ଡ ବୈଠକରେ ନିଷ୍ପତ୍ତି ହୋଇଛି। କୋଭିଡ୍ କଟକଣା ମଧ୍ୟରେ ମନ୍ଦିର ଖୋଲାଯିବ। ଗର୍ଭଗୃହକୁ ଶ୍ରଦ୍ଧାଳୁଙ୍କ ପ୍ରବେଶ ବାରଣ କରାଯାଇଥିବାବେଳେ ସମସ୍ତେ ଆଡ଼ପ ମଣ୍ଡପରୁ ଦର୍ଶନ କରିବେ।