ଲିଙ୍ଗରାଜଙ୍କ ପୀଠରେ ଉଠିଲା ମହାଦୀପ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଲିଙ୍ଗରାଜଙ୍କ ପୀଠରେ ଭକ୍ତିମୟ ପରିବେଶ ମଧ୍ୟରେ ଉଠିଲା ମହାଦୀପ। ନିର୍ଦ୍ଧାରିତ ସମୟ ପୂର୍ବରୁ ତଥା ରାତ୍ରି ୯ଟା ୩୫ରେ ମହାଦୀପ ଉଠାଯାଇଛି। ପାରମ୍ପାରିକ ବେଢ଼ା ପରିକ୍ରମା ପରେ ମହାଦୀପ ଉଠିଛି।