ଜିଲ୍ଲା ରାଜସ୍ୱ ନିରୀକ୍ଷକ ଓ ସହକାରୀ ରାଜସ୍ୱ ନିରୀକ୍ଷକ ସଂଘ ପକ୍ଷରୁ ସହାୟତା ପ୍ରଦାନ

ମାଲକାନଗିରି,ଏନ୍ଏନ୍ଏସ୍: ମାଲକାନଗିରି ଜିଲ୍ଲା ରାଜସ୍ୱ ନିରୀକ୍ଷକ ଓ ସହକାରୀ ରାଜସ୍ୱ ନିରୀକ୍ଷକ ସଂଘ ପକ୍ଷରୁ ଆଜି କରୋନା ମୁକାବିଲା ପାଇଁ ୯୨,୫୫୦ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଏହି ଅବସରରେ ସଂଘର ସମ୍ପାଦକ ଶ୍ରୀନିବାସ ପଟ୍ଟନାୟକ, କୋଷାଧ୍ୟକ୍ଷ ସନ୍ତୋଷ ରାଉତ, ସଦସ୍ୟ ମଧୁସୂଦନ ତହସିଲଦାର ପ୍ରମୁଖ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଏହି ଅର୍ଥ ପ୍ରଦାନ କରିଛନ୍ତି।