ପୁଣି ଆଜିଠୁ ଖୋଲିବ ମାର୍କେଟ ବିଲ୍ଡିଂ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜିଠୁ ପୁଣି ମାର୍କେଟ ବିଲ୍ଡିଂ ଖୋଲିବ। ବିଏମସି ଅତିରିକ୍ତ କମିଶନରଙ୍କ ସହ ଆଲୋଚନା ପରେ ଖୋଲିବା ନେଇ ନିଷ୍ପତ୍ତି ନିଆଯାଇଛି। ଉଠା ଦୋକାନୀଙ୍କୁ ଉଚ୍ଛେଦ ନେଇ ପ୍ରତିଶ୍ରୁତି ପରେ ମାର୍କେଟ ଖୋଲିବ ବୋଲି ଜଣାପଡ଼ିଛି।