ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ଜିଲ୍ଲା ଜଜ୍ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ବିଧାୟକଙ୍କ ସହ ତାଙ୍କ ୨ ସହଯୋଗୀଙ୍କୁ ମଧ୍ୟ ଜାମିନ ମିଳିଛି । ୫୦ ହଜାର ଟଙ୍କାର ବ୍ୟକ୍ତିଗତ ମୁଚାଲିକାରେ ଜାମିନ ମିଳିଥିବା ଜଣାପଡ଼ିଛି ।

ସୂଚନାଯୋଗ୍ୟ, ବିଡିଓଙ୍କୁ ମାଡ଼ ଅଭିଯୋଗରେ ବିଧାୟକ ଗିରଫ ହୋଇଥିଲେ ।