ଚୀନ ବିମାନ ଦୁର୍ଘଟଣାରେ ଦୁଖଃ ପ୍ରକାଶ କଲେ ମୋଦୀ

ନୂଆଦିଲ୍ଲୀ,ଏଜେନ୍ସି: ଚୀନରେ ଘଟିଥିବା ଭୟଙ୍କର ବିମାନ ଦୁର୍ଘଟଣାରେ ଦୁଖଃ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଘଟଣା ସମ୍ପର୍କରେ ଜାଣିବା ପରେ ସେ ଗଭୀର ଭାବେ ଦୁଖିତ ବୋଲି ଟ୍ବିଟ କରିଛନ୍ତି। ସେହିପରି ଦୁର୍ଘଟଣାରେ ପିଡୀତ ଯାତ୍ରୀ ଓ ସେମାନଙ୍କ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ।