ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁଲା । ମୌସୁମୀ ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେଉଛି । ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।