ନକ୍ସଲ ଆକ୍ରମଣ, ୩ ଜିଲ୍ଲାକୁ ହାଇ ଆଲର୍ଟ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ଛତିଶଗଡ଼ର ଦନ୍ତେୱାଡ଼ା ଜିଲ୍ଲାରେ ନକ୍ସଲୀ ଆକ୍ରମଣ ଯୋଗୁ ୧୦ଜଣ ଯବାନଙ୍କ ସମେତ ଜଣେ ଡ୍ରାଇଭର ସହିଦ ହୋଇଛନ୍ତି । ଫଳରେ ଛତିଶଗଡ଼ ସୀମାକୁ ଲାଗିଥିବା ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି ।