ନେତାଜୀ ବସ୍ ଟର୍ମିନାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

କଟକ,ଏନ୍‌ଏନ୍‌ଏସ୍‌: କଟକରେ ନେତାଜୀ ବସ୍ ଟର୍ମିନାଲ ଲୋକାର୍ପିତ ହୋଇଛି । ୯୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଟର୍ମିନାଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିଛନ୍ତି ।