ନୂତନ ଥାନା ଅଧିକାରୀଙ୍କ ଯୋଗଦାନ

ପାଟଣା, ଏନ୍ଏନ୍ଏସ୍: କେନ୍ଦୁଝର ଜିଲ୍ଲା ପାଟଣା ଥାନାରେ ସମୋବାର ନୂତନ ଥାନା ଅଧିକାରୀ ଭାବେ ରାଜେନ୍ଦ୍ର ପ୍ରସାଦ ସ୍ୱାଇଁ ଯୋଗ ଦେଇଛନ୍ତି। ଏହା ପୂର୍ବରୁ ଶ୍ରୀ ସ୍ୱାଇଁ ବାମେବାରୀ ଥାନା ଅଧିକାରୀ ଭାବେ କାର୍ଯ୍ୟରତ ଥିଲେ। ପାଟଣା ଥାନା କର୍ମଚାରୀ ନୂତନ ଥାନା ଧିକାରୀ ସ୍ୱାଇଁଙ୍କୁ ସ୍ୱାଗତ କରିଥିଲେ। ପାଟଣା ଥାନା ଅଞ୍ଚଳରେ ଆଇନ ଶୃଙ୍ଖଳା ଉପରେ ଗୁରୁତ୍ୱ ଦେବେ ବୋଲି ଶ୍ରୀ ସ୍ୱାଇଁ ପ୍ରକାଶ କରିଛନ୍ତି।