ଫକୀରମୋହନ ବିଶ୍ୱବିଦ୍ୟାଳୟର ନୂଆ କୁଳପତି

ବାଲେଶ୍ୱର,ଏନ୍ଏନ୍ଏସ୍: ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ଭାବେ ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ନିଯୁକ୍ତ ହୋଇଛନ୍ତି। ଶ୍ରୀ ତ୍ରିପାଠୀଙ୍କୁ ୪ବର୍ଷ ପାଇଁ କୁଳପତି ଭାବେ ରାଜ୍ୟପାଳ ନିଯୁକ୍ତି ଦେଇଥିବା ଜଣାପଡ଼ିଛି।