ନିରଞ୍ଜନ ପଟ୍ଟନାୟକ ମେଡିକାଲରେ ଭର୍ତ୍ତି

ଭୁବନେଶ୍ୱର, ଏନ୍ଏନ୍ଏସ୍: ପସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଅସୁସ୍ଥ। ଗୁରୁଗ୍ରାମ ସ୍ଥିତ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ନିରଞ୍ଜନଙ୍କ ଅସୁସ୍ଥତାନେଇ ପରିବାର ପକ୍ଷରୁ ସୂଚନା ମିଳିଛି। ସୂଚନା ଯୋଗ୍ୟ, ଗତକାଲି କଂଗ୍ରେସ ବିଧାୟକ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କର କରୋନାରେ ଦେହାନ୍ତ ହୋଇଯାଇଥିଲା।