ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ ରାଜ୍ୟ By nitidin1 On Sep 7, 2023 Share ଭୁବନେଶ୍ୱର,ଏନ୍ଏନ୍ଏସ୍: ସେପ୍ଟେମ୍ବର ୨୦ରେ ନୂଆଁଖାଇ ଲଗ୍ନ ଧାର୍ଯ୍ୟ ହୋଇଛି । ସକାଳ ୧୦ଟା ୨୭ରୁ ୧୦ଟା ୪୨ ମଧ୍ୟରେ ମା’ ସମଲେଶ୍ୱରୀଙ୍କ ନିକଟରେ ନବନ୍ନାଲାଗି ହେବ । ବ୍ରହ୍ମପୁରା ପଣ୍ଡିତ ମହାସଭାରେ ଲଗ୍ନ ନିର୍ଦ୍ଧାରଣ ହୋଇଛି । Share