କାଲି ବାହାରିବ ଓଜେଇଇ ରେଜଲ୍ଟ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ଆସନ୍ତାକାଲି ଓଜେଇଇ ରେଜଲ୍ଟ ପ୍ରକାଶ ପାଇବ । ପୂର୍ବାହ୍ନ ୧୧ଟାରେ ଓଜେଇଇ ୱେବସାଇଟ ଜରିଆରେ ରେଜଲ୍ଟ ମିଳିପାରିବ ବୋଲି ଜଣାପଡ଼ିଛି । ମେ’ ୮ରୁ ମେ’ ୧୫ ପର୍ଯ୍ୟନ୍ତ ପରୀକ୍ଷା ଅନୁଷ୍ଠିତ ହୋଇଥିଲା ।