କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୫୦୦ କୋଟି ଟଙ୍କା ଦେଲା ଓଏମସି

ଭୁବନେଶ୍ୱର,ଏନ୍ଏନ୍ଏସ୍: ବର୍ତ୍ତମାନ ସାରା ବିଶ୍ୱରେ ବିପର୍ଯ୍ୟୟ ପରସ୍ଥିତି ଉପୁଜିଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶା ସରକାରଙ୍କୁ ସାହାୟତା କରିଛି ଓଏମସି। ଏ ନେଇ ଓଏମସି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୫୦୦ କୋଟି ଟଙ୍କାର ସହଯୋଗ କରାଯାଇଛି। ତେବେ ଏହା ପୂର୍ବରୁ ମଧ୍ୟ ଗତ ଫେବୃଆରୀ ମାସରେ ମଧ୍ୟ ଓଡ଼ିଶା ମାଇନିଂ କର୍ପୋରେଶନ ପକ୍ଷରୁ ରାଜ୍ୟ ୧୦୦ କୋଟି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦିଆଯାଇଥିଲା।