ସଡ଼କ ଦୁର୍ଘଟଣାରେ ଜଣେ ମୃତ, ୧ ଗୁରୁତର

ପାଟଣା,ଏନ୍ଏନ୍ଏସ୍: କେନ୍ଦୁଝର ଜିଲ୍ଲା ପାଟଣା ଥାନା ମାଛଗଡ଼ କେନ୍ଦୁଯୁଆଣି ରାସ୍ତାର କମାରମରା ନିକଟରେ ରବିବାର ସନ୍ଧ୍ୟାରେ ବାଇକ୍ ଦୁର୍ଘଟଣାରେ ଜଣକର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକଙ୍କ ପରିଚୟ ମିଳି ନଥିବା ବେଳେ ଆହତଙ୍କୁ ଗୁରୁତର ଅବସ୍ଥାରେ କରଞ୍ଜିଆ ମେଡିକାଲରେ ଭର୍ତ୍ତୀ କରାଯାଇଛି।