ପିଣ୍ଟୁ ନନ୍ଦ ଦିଲ୍ଲୀରୁ ହାଇଦ୍ରାବାଦ ସ୍ଥାନାନ୍ତର

ନୂଆଦିଲ୍ଲୀ: ଓଲିଉଡ ଅଭିନେତା ପିଣ୍ଟୁ ନନ୍ଦଙ୍କୁ ଅଧିକ ଚିକିତ୍ସା ଲାଗି ହାଇଦ୍ରାବାଦ ସ୍ଥାନାନ୍ତର କରାଯାଇଛି । ଏହାପୂର୍ବରୁ ପିଣ୍ଟୁ ଦିଲ୍ଲୀର ଆଇଏଲବିଏସ୍ ନାମକ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ପିଣ୍ଟୁ ଲିଭର ସିରୋସିସ୍ ରୋଗରେ ପୀଡ଼ିତ ଅଛନ୍ତି ।