ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କୁ କରୋନା

ଭୁବନେଶ୍ୱର,ଏନ୍ଏନ୍ଏସ୍: ପିପିଲି ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ସେ ନିଜେ ତାଙ୍କ ଫେସବୁକ୍ ଆକାଉଣ୍ଟରୁ ସୂଚନା ପ୍ରଦାନ କରିଛନ୍ତି। ଏଭଳି ସ୍ଥିତିରେ ଗୁଜବ ସୃଷ୍ଟି ନକରି ଦଳ କିପରି ଭଲ ପ୍ରଦର୍ଶନ କରିବ ସେଥିପ୍ରତି ଧ୍ୟାନ ଦେବାକୁ ଅଜିତ କହିଛନ୍ତି।