ନୂଆଦିଲ୍ଲୀ,ଏଜେନ୍ସି: ଭାରତ-ଚୀନ ସୀମା ପରିସ୍ଥିତି ଉପରେ ଆଲୋଚାନ ପାଇଁ ଜୁନ୍ ୧୯ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ସର୍ବଦଳୀୟ ବୈଠକ ଡକାଇଛନ୍ତି। ସୋମାବର ଦିନ ପୂର୍ବ ଲଦାଖର ଏଲଏସିରେ ଚୀନ-ଭାରତ ମଧ୍ୟରେ ହୋଇଥିବା ହିଂସାକାଣ୍ଡରେ ଭାରତର ୨୦ ଯବାନ ସହିଦ ହୋଇଛନ୍ତି। ଏଥିସହିତ ୪ ଯବାନ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି।
In order to discuss the situation in the India-China border areas, Prime Minister @narendramodi has called for an all-party meeting at 5 PM on 19th June. Presidents of various political parties would take part in this virtual meeting.
— PMO India (@PMOIndia) June 17, 2020