ନୂଆଦିଲ୍ଲୀ: କେନ୍ଦ୍ର ମନ୍ତ୍ରୀମଣ୍ଡଳରୁ ପ୍ରତାପ ଷଡ଼ଙ୍ଗୀ ଇସ୍ତଫା ଦେଇଛନ୍ତି। ପ୍ରତାପ ଷଡ଼ଙ୍ଗୀ ଏମଏସଏମଇ ଓ ପଶୁ ସମ୍ପଦ ବିଭାଗ ରାଷ୍ଟ୍ରମନ୍ତ୍ରୀ ଥିଲେ।
ସୂଚନାଯୋଗ୍ୟ, ପ୍ରତାପ ଷଡ଼ଙ୍ଗୀ ମୋଦୀଙ୍କ ଦ୍ୱିତୀୟ ପାଳିରେ ମନ୍ତ୍ରୀ ହୋଇଥିଲେ। କେନ୍ଦ୍ର ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଅବସରରେ ସେ ଇସ୍ତଫା ଦେଇଛନ୍ତି।