ରାୟଗଡ଼ା ୭୨ ଘଣ୍ଟା ସଟଡାଉନ

ରାୟଗଡ଼ା,ଏନ୍ଏନ୍ଏସ୍: ରାୟଗଡ଼ା ଜିଲ୍ଲାରେ ବଢ଼ୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ୭୨ ଘଣ୍ଟା ସଟଡାଉନ ଘୋଷଣା କରାଯାଇଛି। ଏହି ସଟଡାଉନ ଆସନ୍ତାକାଲିଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଜାରି ରହିବ ବୋଲି ଜଣାପଡ଼ିଛି। ଏନେଇ ଜିଲ୍ଲାପାଳ ପ୍ରମୋଦ କୁମାର ବେହେରା ସୂଚନା ଦେଇଛନ୍ତି। ଏହି ସମୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଆଉଟଡୋର ମଧ୍ୟ ୪୮ଘଣ୍ଟା ପାଇଁ ବନ୍ଦ ରହିବ ।