ପଞ୍ଚାୟତ ଆଶ୍ରୟସ୍ଥଳୀର ଭିତ୍ତିପ୍ରସ୍ତର ସ୍ଥାପନ କଲେ ସମିତି ସଭ୍ୟ ଜିଲ୍ଲା By Nitidin On Jul 26, 2022 Share ସଇଁନ୍ତଲା,ଏନ୍ଏନ୍ଏସ୍: ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଘୁନସର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆଶ୍ରୟସ୍ଥଳୀ ନଥିବା ଯୋଗୁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ । ଏହାକୁ ଦୃଷ୍ଟିରେ ରଖି ଆଜି ଘୁନସର ସମିତି ସଭ୍ୟ ବାଞ୍ଛାନିଧି ବୁଡ଼େକ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । Share