ଖରା ପାଇଁ କାଲିଠୁ ୫ ଦିନ ସ୍କୁଲ ଛୁଟି

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ କାଲିଠାରୁ ୫ଦିନ ପର୍ଯ୍ୟନ୍ତ ଛୁଟି ରହିବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି କାଲିଠୁ ୩୦ ତାରିଖ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରଖିବା ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ସୂଚନା ପ୍ରଦାନ କରିଛି ।