ସ୍କୁଲ ପିଲା ପଢ଼ିବେ ‘ବନ୍ଦେ ଉତ୍କଳ ଜନନୀ’

କଟକ,ଏନ୍ଏନ୍ଏସ୍: ସ୍କୁଲ ପାଠ୍ୟକ୍ରମରେ ‘ବନ୍ଦେ ଉତ୍କଳ ଜନନୀ’ ସ୍ଥାନ ପାଇଛି। ପ୍ରଥମ ଭାଷା ଓଡ଼ିଆ ପାଠ୍ୟକ୍ରମରେ ‘ବନ୍ଦେ ଉତ୍କଳ ଜନନୀ’ ସ୍ଥାନିତ ହୋଇଥିବା ଜଣାପଡ଼ିଛି। ଏହାକୁ ପ୍ରଥମ ଭାଷା ଓଡ଼ିଆର ଉଭୟ ନବମ ଓ ଦଶମରେ ପଢ଼ାଯିବ। ଏନେଇ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।