ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ ରାଜ୍ୟ By Nitidin On Sep 19, 2022 Share ଭୁବନେଶ୍ବର,ଏନ୍ଏନ୍ଏସ୍: ପରଲୋକରେ ବିଜେପି ନେତା ବିଷ୍ଣୁ ସେଠୀ । ୬୧ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି । କିଡନୀ ରୋଗରେ ପୀଡ଼ିତ ହୋଇ ମାସେ ହେଲା ଭୁବନେଶ୍ବରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଥିଲେ ବିଷ୍ଣୁ ସେଠୀ । Share