ସ୍ନେହାଙ୍ଗିନୀ ଛୁରିଆ ମହିଳା ବିଜେଡ଼ି ସଭାନେତ୍ରୀ ନିଯୁକ୍ତ

ଭୁବନେଶ୍ୱର, ଏନ୍ଏନ୍ଏସ୍: ଅତାବିରା ଦିଧାୟିକା ସ୍ନେହାଙ୍ଗିନୀ ଛୁରିଆଙ୍କୁ ମହିଳା ବିଜେଡ଼ି ସଭାପତି ଭାବେ ନିଯୁକ୍ତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦଳର ଗଣମାଧ୍ୟମ ବ୍ୟାପାର ସାଧାରଣ ସମ୍ପାଦକ ମାନସରଞ୍ଜନ ମଙ୍ଗରାଜ ଏ ସମ୍ପର୍କରେ ସୂଚନା ଦେଇଛନ୍ତି ।