ସୋର ବସ୍ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ

ସୋର,ଏନ୍‌ଏନ୍‌ଏସ୍‌: ସୋର ବସ୍ ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଓ ଆହତଙ୍କୁ ଉତ୍ତମ ଚିକିତ୍ସା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।