ଭୁବନେଶ୍ୱର,ଏନ୍ଏନ୍ଏସ୍: ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ବିରୋଧରେ ବିଜେଡି ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ସୌମ୍ୟଙ୍କୁ ଦଳର ଉପସଭାପତି ପଦରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ହଟାଇ ଦେଇଛନ୍ତି । ଦଳ ବିରୋଧୀ ମନ୍ତବ୍ୟ ସହ କିଛିଦିନ ଧରି ସୌମ୍ୟ ନିଜର ଆଲେଖ୍ୟ ଓ ବକ୍ତବ୍ୟ ପାଇଁ ଚର୍ଚ୍ଚାରେ ଥିଲେ ।
