ହାରିଗଲେ ମମତା ବାନାର୍ଜୀ

କୋଲକାତା, ଏଜେନ୍ସି: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନନ୍ଦୀଗ୍ରାମ ବିଧାନସଭା ଆସନରୁ ପରାସ୍ତ ହୋଇଛନ୍ତି। ବିଜେପି ନେତା ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ମମତା ୧୯୫୩ ଭୋଟରେ ପରାସ୍ତ ହୋଇଛନ୍ତି।